Page Nav

HIDE

Grid

GRID_STYLE

Classic Header

Breaking News:

latest

ସେପ୍ଟେମ୍ବର ୧୪ ତାରିଖରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା

୧୦।୦୮: ସେପ୍ଟେମ୍ବର ୧୪ ତାରିଖରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା ଆରମ୍ଭ ହେବାକୁ ଯାଉଥିବା ନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନ...


୧୦।୦୮: ସେପ୍ଟେମ୍ବର ୧୪ ତାରିଖରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା ଆରମ୍ଭ ହେବାକୁ ଯାଉଥିବା ନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ, କରୋନା ମହାମାରୀ କାଳରେ ମାଟ୍ରିକ୍‌ ପରୀକ୍ଷା ରେଜଲ୍ଟ ପ୍ରକାଶ ପାଇସାରିଥିବା ବେଳେ ସପ୍ଲିମେଣ୍ଟାରି ପରୀକ୍ଷା କେବେ ହେବ ସେ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକ ଚିନ୍ତାରେ ପଡ଼ି ଯାଇଥିଲେ। ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଏହାର ସୂଚନା ଦେଇ କହିଛନ୍ତି, ସେପ୍ଟେମ୍ବର ୧୪ ତାରିଖରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା ଆରମ୍ଭ ହୋଇ ସେପ୍ଟେମ୍ବର ୨୨ତାରିଖରେ ଏହା ଶେଷ ହେବ। ଏଥିସହିତ ସେପ୍ଟେମ୍ବର ୧୪ ତାରିଖରୁ ଆରମ୍ଭ ହେବ ଓପନ୍‌ ଲର୍ଣ୍ଣିଂ ସ୍କୁଲ ସପ୍ଲିମେଣ୍ଟାରି ପରୀକ୍ଷା। ସେହିପରି ସେପ୍ଟେମ୍ବର ୨୪ ତାରିଖରେ ଓପନ୍‌ ଲର୍ଣ୍ଣିଂ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ଶେଷ ହେବ।

No comments