Page Nav

HIDE

Grid

GRID_STYLE

Classic Header

Breaking News:

latest

ଦାନା ବାନ୍ଧୁଛି ଲଘୁଚାପ ଆଗକୁ ପ୍ରବଳ ବର୍ଷିବ। ପୂର୍ବାନୁମାନ କରାଯାଇଛି ଯେ ୨୩ ତାରିଖ ଦିନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାକୁ ଯାଉଛି। ଫ...

ଦାନା ବାନ୍ଧୁଛି ଲଘୁଚାପ ଆଗକୁ ପ୍ରବଳ ବର୍ଷିବ।



ପୂର୍ବାନୁମାନ କରାଯାଇଛି ଯେ ୨୩ ତାରିଖ ଦିନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାକୁ ଯାଉଛି। ଫଳରେ ରାଜ୍ୟରେ ଆଜି ଠାରୁ ବର୍ଷା ଆରମ୍ଭ ହୋଇଯିବ। 

ସେହିଦିନ ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦୁଝର, ଦେବଗଡ଼ ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୩ରେ ବର୍ଷାର ମାତ୍ରା ବଢ଼ିବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ପୁରୀରେ ପ୍ରବଳରୁ ଅତିପ୍ରବଳ ଅର୍ଥାତ୍ ୨୦୦ ମିଲିମିଟର ଯାଏ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ମାଲକାନଗିରି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

No comments