୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୯,୩୯୩ ନମୁନା ପରୀକ୍ଷା। ଏହି ନମୁନା ପରୀକ୍ଷା ଆରଟିପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନଟ୍ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମ...
ଏହି ନମୁନା ପରୀକ୍ଷା ଆରଟିପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନଟ୍ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୮,୭୨୮ଟି ଆରଟିପିସିଆର ଏବଂ ୪୦,୫୧୪ ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍ରେ ୧୫୧ଟି କରୋନା ନମୁନା ପରୀକ୍ଷା କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧିକ ୪ହଜାର ୭୭୧ କରୋନା ନମୁନା ପରୀକ୍ଷା କରାଯାଇଛି। ।
ମିଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧିକ ୪ହଜାର ୭୭୧ କରୋନା ନମୁନା ପରୀକ୍ଷା କରାଯାଇଛି। ।
ପୂର୍ବ ଦିନ ମୋଟ୍ ୪୮ ହଜାର ୫୦୪ କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏହି ନମୁନା ପରୀକ୍ଷା ଆରଟିପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନଟ୍ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଥିଲା। ଏଥିମଧ୍ୟରୁ ଆଣ୍ଟିଜେନ୍ରେ ୪୧,୧୬୪, ଆରଟିପିସିଆରରେ ୭,୨୦୨ ଓ ଟ୍ରୁନଟ୍ରେ ୧୩୮ଟି କରୋନା ନମୁନା ପରୀକ୍ଷା କରାଯାଇଥିଲା
ତେଣୁ କେବଳ ଖୋର୍ଧା କି କଟକ ନୁହେଁ; ରାଜ୍ୟର ଏକାଧିକ ଜିଲ୍ଲାରେ ଏବେ ସଂକ୍ରମଣ ଦ୍ରୁତ ଗତିରେ ବଢ଼ୁଥିବା ନଜରକୁ ଆସିଛି।


No comments