Page Nav

HIDE

Grid

GRID_STYLE

Classic Header

Breaking News:

latest

ମହାନଦୀ ରେ ଏବେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣ ହୋଇଛି। ହୀରାକୁଦ ରେ ୨୪ ଟି ଗେଟ ଖୋଲିଛି। ଜଳସଂପଦ ବିଭାଗ ସୁତ୍ରରୁ ମିଳିଥିବା ତଥ୍ୟ ଅନୁସାରେ ହୀରାକୁଦ ଜଳ ଭଣ୍ଡାରର ଏବ...

ମହାନଦୀ ରେ ଏବେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣ ହୋଇଛି। ହୀରାକୁଦ ରେ ୨୪ ଟି ଗେଟ ଖୋଲିଛି।



ଜଳସଂପଦ ବିଭାଗ ସୁତ୍ରରୁ ମିଳିଥିବା ତଥ୍ୟ ଅନୁସାରେ ହୀରାକୁଦ ଜଳ ଭଣ୍ଡାରର ଏବେ ୨୪ଟି ଗେଟ ଖୋଲା ରହିଛି । ତା’ ମଧ୍ୟରେ ବାମ ସ୍ପିଲେଓ୍ଵର ୧୫ଟି ଓ ଡାହାଣ ସ୍ପିଲେଓ୍ଵର ୯ଟି ଗେଟ ଅନ୍ତର୍ଭୁକ୍ତ ।

ଏହାର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ଏବେ ୬୨୫.୫୬ ଫୁଟ ଜଳ ରହିଛି । ଏବେ ଏହି ଜଳଭଣ୍ଡାରକୁ ଘଣ୍ଟାକୁ ହାରାହାରି ୩ ଲକ୍ଷ ୭୪ ହଜାର ୬୧୨ କ୍ୟୁସେକ ଜଳ ପ୍ରବେଶ କରୁଥିବାବେଳେ ହାରାହାରି ୪ ଲକ୍ଷ ୨୬ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି ।

ଗତକାଲି ଏହା ୧୦ ଲକ୍ଷ ୨୬ ହଜାର କ୍ୟୁସେକ ଥିଲା । ଫଳରେ ଗତ ୨୬ ଘଣ୍ଟାରେ ଜଳ ନିଷ୍କାସନ ୨ ଲକ୍ଷ ୨ ହଜାର କ୍ୟୁସେକ ହ୍ରାସ ପାଇଛି ବୋଲି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଟ୍ଵିଟ କରି ସୂଚନା ଦେଇଛନ୍ତି ।

No comments