Page Nav

HIDE

Grid

GRID_STYLE

Classic Header

Breaking News:

latest

ଦେଶରେ ହୁ ହୁ ହୋଇ ବଢୁଛି କରୋନା ସଂଖ୍ୟା। ୨୪ ଘଣ୍ଟା ରେ ୭୮, ୩୫୭ ଜଣ ଆକ୍ରାନ୍ତ । ଆଜି ପୁଣି ଥରେ ୭୮,୦୦୦ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଉଭୟ ଆକ୍ରାନ୍ତଙ୍କ ସ...

ଦେଶରେ ହୁ ହୁ ହୋଇ ବଢୁଛି କରୋନା ସଂଖ୍ୟା। ୨୪ ଘଣ୍ଟା ରେ ୭୮, ୩୫୭ ଜଣ ଆକ୍ରାନ୍ତ ।



ଆଜି ପୁଣି ଥରେ ୭୮,୦୦୦ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଉଭୟ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟ ଅଧିକ ରହିଛି। ଗତକାଲି ୨୪ଘଣ୍ଟା ମଧ୍ୟରେ ୬୯,୯୨୧ଜଣ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୪ଘଣ୍ଟାରେ ୭୮,୩୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ତେବେ ଗତକାଲି ମୃତ୍ୟୁସଂଖ୍ୟା ୧,୦୦୦ତଳକୁ ରହିଥିବା ବେଳେ ଆଜି ମୃତ୍ୟୁ ସଂଖ୍ୟା ୧,୦୦୦ପାର କରିଛି।

ଆକ୍ରାନ୍ତଙ୍କ ମଧ୍ୟରୁ ୨୯୦୧୯୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ବାକି ୬୬,୩୩୩ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୭୮,୩୫୭ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଆକ୍ରାନ୍ତଙ୍କ ମଧ୍ୟରୁ ୨୮୩୯୮୮୨ ଜଣ ସୁସ୍ଥ ହୋଇଥିଲେ ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଥିଲେ। ବାକି ୬୫,୨୮୮ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୬୯,୯୨୧ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୮୫୯୯୬ରହିଥିଲା। ଏହା ସହ ୨୪ ଘଣ୍ଟାରେ ୮୧୯ଜଣ ଆକ୍ରାନ୍ତ ପ୍ରାଣ ହରାଇଥିଲେ।

No comments