Page Nav

HIDE

Grid

GRID_STYLE

Classic Header

Breaking News:

latest

ଯୁକ୍ତ ତିନି କଲେଜଗୁଡ଼ିକରେ ନାମଲେଖା ଲାଗି ସୋମବାର ପୂର୍ବାହ୍ନ ୧୧ଟାରେ ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ତଥ‌ା ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ।

ଯୁକ୍ତ ତିନି କଲେଜଗୁଡ଼ିକରେ ନାମଲେଖା ଲାଗି ସୋମବାର ପୂର୍ବାହ୍ନ ୧୧ଟାରେ ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ତଥ‌ା ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ସୋମବାରଠାରୁ ଅକ୍ଟୋ...

ଯୁକ୍ତ ତିନି କଲେଜଗୁଡ଼ିକରେ ନାମଲେଖା ଲାଗି ସୋମବାର ପୂର୍ବାହ୍ନ ୧୧ଟାରେ ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ତଥ‌ା ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ।
ସୋମବାରଠାରୁ ଅକ୍ଟୋବର ୧ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଅନ୍‌ଲାଇନ୍‌ରେ ନାମଲେଖା ସହ ଫି’ ଦାଖଲ କରିପାରିବେ। ରାଜ୍ୟର ୧ ହଜାର ୨୯ଟି କଲେଜ୍ ପାଇଁ ୨ ଲକ୍ଷ ୧୨ ହଜାର ୯୯୮ ଛାତଛାତ୍ରୀ ଆବେଦନ କରିଛନ୍ତି । ଆଜି ହିଁ ସାମ୍ସ ଆକାଉଣ୍ଟରେ ଆଡମିଶନ ଲାଗି ଇ-ଡିପୋଜିଟ୍ କରିବେ ଛାତ୍ରଛାତ୍ରୀ ।

ଅକ୍ଟୋବର ୮ ତାରିଖରେ ଦ୍ୱିତୀୟ ମେରିଟ୍ ତାଲିକା ପ୍ରକାଶ ପାଇବ । ୧୦ ତାରିଖ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ରେ ନାମଲେଖ‌ା ଚାଲିବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସେପ୍ଟେମ୍ବର ୮ରୁ ଯୁକ୍ତ ୩ର ବିଭିନ୍ନ ବିଭାଗରେ ଆବେଦନ ଆରମ୍ଭ ହୋଇଛି ।

No comments