୨୪ଘଣ୍ଟାରେ ରାଜ୍ୟରେ ୪୭,୬୩୪ କରୋନା ନମୁନା ପରୀକ୍ଷା କରାଯାଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୪୭,୬୩୪ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆ...
ଗତ ୨୪ଘଣ୍ଟାରେ ରାଜ୍ୟରେ ୪୭,୬୩୪ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନଟ୍ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୬,୬୪୮ଟି ଆରଟିପିସିଆର ଏବଂ ୪୦,୯୪୫ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍ରେ ୪୧ଟି କରୋନା ନମୁନା ପରୀକ୍ଷା କରାଯାଇଛି।
ସୂଚନାଯୋଗ୍ୟ ପୂର୍ବ ଦିନ ୨୪ଘଣ୍ଟାରେ ରାଜ୍ୟରେ ରାଜ୍ୟରେ ୪୯,୦୪୯ କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏହି ନମୁନା ପରୀକ୍ଷା ଆରଟିପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନଟ୍ ପଦ୍ଧତିରେ କରାଯାଇଥିଲା।


No comments