Page Nav

HIDE

Grid

GRID_STYLE

Classic Header

Breaking News:

latest

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତା ୩ ଦିନ ମଧ୍ୟରେ ପ୍ରବଳ ବର୍ଷା ରହିଛି  ଉକ୍ତ ଜିଲ୍ଳାଗୁଡ଼ିକ ମଧ୍ୟରେ ଗଜପତ...

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ।



ଆସନ୍ତା ୩ ଦିନ ମଧ୍ୟରେ ପ୍ରବଳ ବର୍ଷା ରହିଛି  ଉକ୍ତ ଜିଲ୍ଳାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗୀର, ଢ଼େଙ୍କାନାଳ, ଅନୁଗୁଳ, ପୁରୀ, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର ଓ ଭଦ୍ରକ ଆଦି ରହିଛି।

ସେହିପରି ଆସନ୍ତା ଅକ୍ଟୋବର ୫ରୁ ୬ ତାରିଖ ମଧ୍ୟରେ ନବରଙ୍ଗପୁର, ରାୟଗଡ଼ା, କଳହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୁଳ ଓ କେନ୍ଦୁଝର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାକୁ ବି ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

No comments