Page Nav

HIDE

Grid

GRID_STYLE

Classic Header

Breaking News:

latest

ରାଜଧାନୀ ଭୁବନେଶ୍ୱରରୁ ଆଜି ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ...

ରାଜଧାନୀ ଭୁବନେଶ୍ୱରରୁ ଆଜି ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। 



ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୭ ହଜାର ୨୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୪ ହଜାର ୧୪୩ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୨୯୨୭ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୩୭ ଜଣଙ୍କର ମୃତ୍ୟୁ ହୋଇଛି। ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି।

No comments