Page Nav

HIDE

Grid

GRID_STYLE

Classic Header

Breaking News:

latest

ଆଜି କଟକ ସହରରୁ ମୋଟ ୯୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସରକାରୀ ସଂଗରୋଧରୁ ୩୩ ଜଣ କରୋନା ଆକ୍ରାନ୍ତ ଚିହ...

ଆଜି କଟକ ସହରରୁ ମୋଟ ୯୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। 



ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସରକାରୀ ସଂଗରୋଧରୁ ୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୨୨ ଜଣ ପୁରୁଷ ଥିବା ବେଳେ ୧୧ ଜଣ ମହିଳା ଅଛନ୍ତି। ଗୃହ ସଂଗରୋଧରୁ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପାଇଥନ ସାହି, ତୁଳସୀପୁରରୁ ୪-୪ ଜଣ, ଚାଉଳିଆଗଂଜରୁ ୩ ଜଣ, ମହାନଦୀ ବିହାରରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସେହିଭଳି ସିଡିଏ ସେକ୍ଟର-୬, ସିଡିଏ ସେକ୍ଟର-୧୧, ମହାନଦୀ ବିହାରରୁ ୩-୩ ଜଣ, କଣ୍ଟେନମେଣ୍ଟ ଜୋନ୍‌, ଚାଉଳିଆଗଂଜ, ମଙ୍ଗଳାବାଗ, ରାଣୀହାଟ, ଜୋବ୍ରା, ଦେଉଳସାହିରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

No comments