Page Nav

HIDE

Grid

GRID_STYLE

Classic Header

Breaking News:

latest

ଭାରତକୁ ଆଉ ଏକ ସଫଳତା। ପୃଥ୍ବୀ-୨ କ୍ଷେପଣାସ୍ତ୍ରର ରାତ୍ରିକାଳୀନ ପରୀକ୍ଷଣ ସଫଳ ହୋଇଛି।

ଭାରତକୁ ଆଉ ଏକ ସଫଳତା। ପୃଥ୍ବୀ-୨ କ୍ଷେପଣାସ୍ତ୍ରର ରାତ୍ରିକାଳୀନ ପରୀକ୍ଷଣ ସଫଳ ହୋଇଛି। ଇଣ୍ଟିଗ୍ରେଟେଡ୍ ଗାଇଡ୍ ମିସାଇଲ୍ ଡେଭଲପମେଣ୍ଟ ପ୍ରୋଗ୍ରାମ୍ ଅନ୍ତର୍ଗତ ପ୍ରତିରକ...

ଭାରତକୁ ଆଉ ଏକ ସଫଳତା। ପୃଥ୍ବୀ-୨ କ୍ଷେପଣାସ୍ତ୍ରର ରାତ୍ରିକାଳୀନ ପରୀକ୍ଷଣ ସଫଳ ହୋଇଛି।
ଇଣ୍ଟିଗ୍ରେଟେଡ୍ ଗାଇଡ୍ ମିସାଇଲ୍ ଡେଭଲପମେଣ୍ଟ ପ୍ରୋଗ୍ରାମ୍ ଅନ୍ତର୍ଗତ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ ଅଫ୍ ଇଣ୍ଡିଆ ଦ୍ବାରା ବିକଶିତ ପ୍ରୀତି ହେଉଛି ଏକ କଶଳିକ ପୃଷ୍ଠଭୂମିରୁ ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର। ଏହା ଭାରତର ଷ୍ଟ୍ରାଟେଜିକ୍ ଫୋର୍ସ କମାଣ୍ଡ ଦ୍ୱାରା ନିୟୋଜିତ। 

ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ମଧ୍ୟମ ଦୂରଗାମୀ ବାଲାଷ୍ଟିକ କ୍ଷେପଣାସ୍ତ୍ର ହେଉଛି ପୃଥ୍ବୀ-୨। ଶୁକ୍ରବାର ବାଲେଶ୍ବରର ଚାନ୍ଦିପୁର ୩ ନମ୍ବର ଲଞ୍ଚପ୍ୟାଡ଼ରୁ ଏହାର ପରିକ୍ଷଣ କରାଯାଇଥିଲା। ପରୀକ୍ଷଣ ସଫଳ ହେବା ନେଇ ଡିଆରଡିଓ ପକ୍ଷରୁ ସୂଚନା ଦିଆଯାଇଛି।

No comments